Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ଟ୍ରେନ୍‌ରେ କଟି ଅଲଗା ହୋଇଗଲା ଯୁବକଙ୍କ ମୁଣ୍ଡ-ଗଣ୍ଡି, ପାରିବାରିକ କଳହରୁ ଆତ୍ମହତ୍ୟା !

28/01/2021 at 5:48 PM

ବଲାଙ୍ଗୀର ୨୮।୧: ବଲାଙ୍ଗୀରରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଯୁବକ l ମୃତ ଯୁବକ ଜଣଙ୍କ ହେଉଛନ୍ତି କଦମ ପଡାର ରାହୁଲ ସୁନା । ତାଙ୍କ ବୟସ ୨୮ ବର୍ଷ । ଟ୍ରେନ୍ ରେ କଟି ଯୁବକ ଜଣଙ୍କ ମୁଣ୍ଡ-ଗଣ୍ଡି ଅଲଗା ହୋଇ ଯାଇଛି । ବଲଙ୍ଗୀର-ଭୁବନେଶ୍ବର ଇଣ୍ଟରସିଟି ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗତ ୩ ବର୍ଷ ତଳେ ଯୁବକ ଜଣଙ୍କ ବିବାହ କରିଥିଲେ । କିଛି ଦିନ ହେବ ଯୁବକ ଜଣଙ୍କ ମଧିଆପାଲି ବୁଲେଟ ସୋ’ ରୁମ୍ ରେ କାମ କରୁଥଲେ । ବୁଧବାର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା । ଏପରିକି ଥାନାରେ ଏନେଇ ଅଭିଯୋଗ ହୋଇଥିଲା । ତେବେ ପାରିବାରିକ କଳହକୁ ନେଇ ଯୁବକ ଜଣଙ୍କ ମାନସିକ ଭାରସାମ୍ୟ ହରାଇ ଏଭଳି ଚରମ ପଦକ୍ଷେପ ନେଇଥିବା ଜଣାପଡ଼ିଛି । ମୃତଦେହକୁ ଜବତ କରି ପୋଷ୍ଟ ମର୍ଟମ ପାଇଁ ପଠାଇଛି ଜିଆରପି ପୋଲିସ । ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

   Related Posts