Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଏକତରଫା ପ୍ରେମରୁ ଗଲା ଜୀବନ : ଯୁବତୀଙ୍କ ଗଳା କାଟିଦେଲା ପ୍ରେମିକ, ଆକ୍ରମଣରେ ଯୁବତୀଙ୍କ ମା’ ମୃତ

8/03/2021 at 10:27 AM

କଳାହାଣ୍ଡି ୮।୩: ଏକ ତରଫା ପ୍ରେମରୁ କରୁଣ ପରିଣତି । ଯୁବତୀଙ୍କ ଗଳାକାଟି ଦେଲା ପ୍ରେମିକ । ଆକ୍ରମଣରେ ଯୁବତୀଙ୍କ ମା’ଙ୍କର ମୃତ୍ୟୁ ହୋଇଛି । ଗୁରୁତର ଯୁବତୀଙ୍କୁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା କର୍ଲାଖୁଣ୍ଟା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଯୁବତୀ ଏବଂ ତାଙ୍କ ମା’ ପୋଖରୀରୁ ଗାଧୋଇ ସାରି ଫେରୁଥିବା ବେଳେ ଅଭିଯୁକ୍ତ ତିଲକର ନାଏକ ଛୁରୀରେ ଆକ୍ରମଣ କରିଥିଲା । ଉଭୟ ଯୁବତୀ ଏବଂ ଅଭିଯୁକ୍ତ ଗୋଟିଏ ଗାଁର । ପ୍ରାଥମିକ ତଦନ୍ତରୁ ଏକ ତରଫା ପ୍ରେମକୁ ନେଇ ପ୍ରେମିକ ପ୍ରତିଶୋଧ ପରାୟଣ ହୋଇ ଏଭଳି କାଣ୍ଡ ଘଟାଇଥିବା ଜଣାପଡିଛି । ଅଭିଯୁକ୍ତକୁ ଅଟକ ରଖି କେସିଙ୍ଗା ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts