Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ଗାଁ ଦାଣ୍ଡରେ ଭୁଜାଲି ଧରି ମହିଳାଙ୍କୁ ହାଣିବାକୁ ଗୋଡାଇଲେ ଯୁବକ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍

9/04/2021 at 12:42 PM

ଯାଜପୁର ୯।୪: ପ୍ରସାଦ ସେବନ ବେଳେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଗାଁ ଦାଣ୍ଡରେ ଭୁଜାଲି ଧରି ମହିଳାଙ୍କୁ ହାଣିବାକୁ ଗୋଡାଇଲେ ଯୁବକ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାର ଲାଗିଛି ।

ସୂଚନାଯୋଗ୍ୟ ଯେ, ଯାଜପୁର ମଙ୍ଗଳପୁର ଥାନା ପାଲଟପୁର ପଞ୍ଚାୟତ ବେହେରା ସାହିରେ ଦେଖିବାକୁ ମିଳିଛି ଯୁବକଙ୍କ ଉନ୍ମତକାଣ୍ଡ । ଗାଁ ଦାଣ୍ଡରେ ଭୁଜାଲି ଧରି ମହିଳାଙ୍କୁ ହାଣିବାକୁ ଗୋଡାଇଲେ ମଲ୍ଲିକ ସାହିର ହେମନ୍ତ ମଲ୍ଲିକ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାର ଲାଗିଛି । ଏହି ଘଟଣାକୁ କେନ୍ଦ୍ରକରି ମଙ୍ଗଳପୁର ଥାନା ସାମ୍ନାରେ ଗୁରବାର ରାତିଠାରୁ ଧାରଣା ଦେଇଛନ୍ତି । ପ୍ରସାଦ ସେବନକୁ ନେଇ ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା ।

   Related Posts