Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ସହ ବୋମାମାଡ

15/02/2019 at 9:29 AM

ଭୁବନେଶ୍ବର ୧୫|୨:  ଭୁବନେଶ୍ବରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ୮ ନମ୍ବର ସିବିଆଇ ଅଫିସ୍ ପଛପଟ ରାସ୍ତାରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିବା ସହ ବୋମାମାଡ କରିଛନ୍ତି ଦୁର୍ବୃତ୍ତ । ଗୁରୁତର ପପୁ ଦିଗଲଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

୧୦ରୁ ଅଧିକ ଦୁର୍ବୃତ୍ତ ତାଙ୍କ ୨ ହାତକୁ ହାଣିଦେବା ସହ ତାଙ୍କ ଉପରକୁ ବୋମାମାଡ କରି ଫେରାର ହୋଇଯାଇଛନ୍ତି । ସରସ୍ବତୀ ଭସାଣୀକୁ ନେଇ ପୂର୍ବରୁ ଗଣ୍ଡଗୋଳ ହୋଇଥିଲା । ସେହି କାରଣରୁ ତାଙ୍କୁ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts