Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧: କୋଲକାତା ନାଇଟ ରାଇଡର୍ସ ସାମ୍ନାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଆତ୍ମ ସମର୍ପଣ
  • ||
  • ଅଖାଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ନିଧନ, ଫାଶିରେ ଝୁଲୁଥିବା ଅବସ୍ଥାରେ ମିଳିଲା ମୃତଶରୀର
  • ||
  • ନୀଳଗିିରି : ଶିଶୁକନ୍ୟା ଓ ବାପାଙ୍କୁ ହାଣିବା ଅଭିଯୋଗରେ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେଲେ ଅଭିଯୁକ୍ତ
  • ||
  • ପୁରୀ : ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଭାସିଯାଇ ବୃଦ୍ଧଙ୍କ ମୃତ୍ୟୁ
  • ||
  • ପୁରୀ : ୧୫ବର୍ଷ ପରେ ଚୂଡାନ୍ତ ରାୟ : ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡାଦେଶ
  • ||
  • ଭୁବନେଶ୍ବର : ବିଜେଡିର ମାରାଥନ୍ ମିଶ୍ରଣ ପର୍ବ, ଶଙ୍ଖ ଧରିଲେ ରାୟଗଡା ଜିଲ୍ଲାର ଅନେକ ବରିଷ୍ଠ କଂଗ୍ରେସ ଓ ବିଜେପି ନେତା
  • ||
  • ରାୟଗଡା : ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ, ପାହାଡିଆ ରାସ୍ତାରେ ଗର୍ଭବତୀ ମହିଳାଙ୍କୁ ବୋହିଲେ ଷ୍ଟ୍ରେଚରରେ
  • ||
  • ଭୁବନେଶ୍ବର : ଗୁମର ଖୋଲିଲେ କି ବିଦ୍ୟାଭାରତୀ ? ଲାଏ ଡିଟେକ୍ସନ ଟେଷ୍ଟରେ ପ୍ରାୟ ୪ ଘଣ୍ଟାରେ ପଚରାଗଲା ୧୦୦ ପ୍ରଶ୍ନ
  • ||
  • କଣ୍ଟାବାଞ୍ଜି : ପାରିବାରିକ କଳହରୁ ସଂଘବଦ୍ଧ ଆକ୍ରମଣ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ନିମାପଡା : ପିପିଲି ଉପନିର୍ବାଚନକୁ ମୁକ୍ତ ଓ ନିରପେକ୍ଷ କରିବା ନେଇ ବିଏସଏଫର ଫ୍ଲାଗ୍ ମାର୍ଚ୍ଚ
  • ||

ଏକତରଫା ପ୍ରେମ ! ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜକୁ ଆକ୍ରମଣ କଲେ ଯୁବକ

25/02/2019 at 3:59 PM

ଯାଜପୁର ୨୫|୨: ଏକତରଫା ପ୍ରେମରୁ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଅଭିଯୁକ୍ତ ଯୁବକ ବି ନିଜକୁ ଆକ୍ରମଣ କରିଛି । ଯାଜପୁର ରସୁଲପୁର ବନ୍ଧଡିହ ବ୍ରାହ୍ମଣୀ ନଦୀ ବନ୍ଧ ଉପରେ ଏଭଳି କାଣ୍ଡ ଘଟିଛି । ପ୍ରେମିକାର ମୁଣ୍ଡ, ହାତ, ବେକ, ପିଠିରେ ଗୁରୁତର ଆଘାତ ଲାଗିଛି । ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେପଟେ ପ୍ରେମିକ ଆହତ ଅବସ୍ଥାରେ ବନ୍ଧ ଉପରେ ପଡ଼ିଛି । ବ୍ରହ୍ମବରଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts