ଉପ-ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

Published By : Prameya-News7 Bureau | September 01, 2018 IST

ରାଉରକେଲା ୧/୯ : ରାଉରକେଲା ଉପ-ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅଘଟଣ ଘଟିଛି | ବେକରେ ଦଉଡି ଦେଇ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି | ତେବେ ଯୁବକ ଜଣକ କଣ ପାଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ସେ କାରଣ ଅସ୍ପଷ୍ଟ ରହିଛି | ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି | ଏବେ ଯାଇଁ ଯୁବକଙ୍କ ପରିଚୟ ମିଳିପାରିନାହିଁ |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.