Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମହଙ୍ଗା ପଡିଲା ପରକୀୟା ପ୍ରୀତି, ଯୁବକଙ୍କୁ ଉଲଗ୍ନ କରି ମାଡ ମାରିଲେ ଗ୍ରାମବାସୀ

28/09/2020 at 9:02 AM

ଭୋଗରାଇ ୨୮।୯: ମହଙ୍ଗା ପଡିଲା ପରକୀୟା ପ୍ରୀତି । ପରକୀୟା ପ୍ରୀତି ପାଇଁ ଯୁବକଙ୍କୁ ବାନ୍ଧି ମାଡ ମାରିଛନ୍ତି ଗ୍ରାମବାସୀ । ଏଭଳି ଘଟମା ଘଟିଛି ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ୍ ଚୌମୁଖ ଗ୍ରାମରେ ।

ସୂଚନା ଅନୁସାରେ ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ୍ ଚୌମୁଖ ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘରେ ତାଙ୍କ ସ୍ତ୍ରୀ ଏକା ଥିବା ବେଳେ ସଂପୃକ୍ତ ଯୁବକଙ୍କୁ ତାଙ୍କ ଘରେ ପାଇଥିଲେ ଗ୍ରାମବାସୀ । ତାଙ୍କୁ ପଚରାଉଚରା ବେଳେ ସେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଫଳରେ ଘର ଭିତରେ ପଶିଥିବା ଯୁବକଙ୍କୁ ଘରୁ ବାହାରକୁ ଆଣି ଉତ୍ତମ ମଧ୍ୟମ ଦେବା ସହ ଗାଁ ଦାଣ୍ଡରେ ଉଲଗ୍ନ କରିଥିବା ମଧ୍ୟ ଦେଖିବାକୁ ମିଳିଛି । ସଂପୃକ୍ତ ଯୁବକ ଜଣଙ୍କ ବିବାହିତ । ତାର ଦୁଇଟି ସନ୍ତାନ ମଧ୍ୟ ଅଛନ୍ତି ବୋଲି ଜଣାପଡିଛି ।

   Related Posts