Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା

25/05/2019 at 8:46 AM

ସୁନ୍ଦରଗଡ ୨୫|୫: ସୁନ୍ଦରଗଡରେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି । ତଳସରା ଥାନା ଅନ୍ତର୍ଗତ ଲୁଲକିଡିହି ବିଛା ଟୋଲିରେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତ ଯୁବକ ହେଲେ କୈଳାଶ ନାଏକ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଶୁକ୍ରବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବାବେଳେ ପିଟିପିଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts