Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଥମୁନି ମମିତା ତାତି, ରାଜଭବନ ସମ୍ମୁଖରେ ଯୁବ କଂଗ୍ରେସର ଅହୋରାତ୍ର ଗଣଧାରଣା

7/11/2021 at 9:11 AM

ଭୁବନେଶ୍ୱର ୦୭।୧୧: ମମିତା ମେହେର ହତ୍ୟା ମାମଲା । ରାଜଭବନ ସମ୍ମୁଖରେ ଯୁବ କଂଗ୍ରେସର ଅହୋରାତ୍ର ଗଣଧାରଣା। ଏହି ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ଦାବିରେ ଶନିବାରରୁ ରାଜଭବନ ଆଗରେ ଅହୋରାତ୍ର ଗଣଧାରଣା ଆରମ୍ଭ କରିଛି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ।

ରାଜ୍ୟ ଯୁବ କଂଗ୍ରେସ ସଭାପତି ଙ୍କ ନେତୃତ୍ବରେ ବହୁ ବରିଷ୍ଠ କଂଗ୍ରେସ ନେତାଙ୍କ ସମେତ ଶତାଧିକ ଯୁବ କଂଗ୍ରେସ କର୍ମୀ ଅହୋରାତ୍ର ଗଣଧାରଣା ଆରମ୍ଭ କରିଛନ୍ତି । ମମିତା’ ହତ୍ୟା ମାମଲାରେ ସମ୍ପୃକ୍ତ ସଭାପତି ରଣହୁଙ୍କାର ଦେଇଛନ୍ତି । ୮ ତାରିଖରେ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ସ୍ମାରକପତ୍ର ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦିଆଯିବ । କୌଣସି କାର୍ଯ୍ୟାନୁଷ୍ଠାନ ନିଆନଗଲେ ୯ ତାରିଖରେ ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବେ ।  ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆନ୍ଦୋଳନ ପାଇଁ ଯୁବ କଂଗ୍ରେସ ଦିଲ୍ଲୀ ଚଲୋ ଡାକରା ଦେବ । ୧୦ରେ ରାଷ୍ଟ୍ରପତିଙ୍କୁ ବି ଦାବିପତ୍ର ପ୍ରଦାନ କରାଯିବାର ଯୋଜନା କରିଛି କଂଗ୍ରେସ।

   Related Posts