Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ଘର ଭାଙ୍ଗିବା ସହ ଯୁବକଙ୍କୁ ଆକ୍ରମଣ କଲା ଦନ୍ତା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

10/10/2019 at 10:20 AM

ରେଢାଖୋଲ ୧୦।୧୦: ସମ୍ବଲପୁର ଜିଲ୍ଲା ରେଢାଖୋଲରେ ପୁଣି ଆତଙ୍କ ଖେଳାଇଲା ଦନ୍ତା ହାତୀ । ଦୁଇଦିନ ତଳେ ଦନ୍ତା ଆକ୍ରମଣରେ ଜଣଙ୍କର ମୃତ୍ୟୁ  ହୋଇଥିବାବେଳେ ଆଜି ପୁଣି ସେହି ହାତୀ ଆକ୍ରମଣରେ ଘୋଷରାମାଲ ପଚାଂୟତ ପାଣ୍ଡିରିସିଲା ଗାଁର ସୁନୀଲ ଏକା ନାମକ ଜଣେ ଯୁବକ ଘରେ ପରିବାର ସହ ଥିବାବେଳେ ହାତୀ ଆସି ଘର ଭାଂଗିବା ସହ ଆକ୍ରମଣ କରିଥିଲା । ଫଳରେ ସୁନୀଲ ଗୁରୁତର ହୋଇ ରେଢାଖୋଲ ମେଡିକାଲରେ ଚିକିତ୍ସିତ ହେଇଛନ୍ତି ।

୩ ବର୍ଷରେ ଏହି ହାତୀ ଆକ୍ରମଣରେ ୫ଜଣ ଲୋକଙ୍କ ଜୀବନ ଯାଇଥିବା ବେଳେ ୧୦୦ରୁ ଅଧିକ ଘର ଭାଂଗି କ୍ଷତି କଲାଣି ଏହି ଦନ୍ତା ହାତୀ । ରେଢାଖୋଲ ରେଞ୍ଜ୍ ବନବିଭାଗ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts