Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ପ୍ରେମିକର ଉନ୍ମତ କାଣ୍ଡ – ପ୍ରେମିକାର ଗଳା କାଟିଲା

4/01/2020 at 3:26 PM

ଭବାନୀପାଟଣା ୦୪।୦୧- ପ୍ରେମିକର ଉନ୍ମତକାଣ୍ଡ । ପ୍ରେମିକାର ଗଳା କାଟିବାରୁ ଗୁରୁତର । ଏହି ଘଟଣା କାଳାହାଣ୍ଡି ଜିଲ୍ଲା ସଇଁତଳା ବେଲ ଗାଁରେ ଘଟିଛି । ପୁଲିସ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଛି ।

ପରେ ଏହି ଯୁବତୀଙ୍କୁ ଚିକିତ୍ସା ପାଇଁ ବୁର୍ଲାମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି । ପୁଲିସ ଏବେ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts