Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ମୁକ୍ତେଶ୍ବର ମନ୍ଦିର ପରିସରରେ ଥିବା ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

14/06/2019 at 12:56 PM

ଭୁବନେଶ୍ବର ୧୪|୬: ମୁକ୍ତେଶ୍ବର ମନ୍ଦିରର ପରିସରରେ ଥିବା ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି । ଗାଧୋଉଥିବା ବେଳେ ଗୋଡ ଖସିଯାଇ ପାଣିରେ ବୁଡି ଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି ଲିଙ୍ଗରାଜ ଥାନା ପୋଲିସ ।

   Related Posts