Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ଛାତରୁ ଖସିପଡି ଯୁବକଙ୍କ ମୃତ୍ୟୁ

17/05/2019 at 12:00 PM

ଢେଙ୍କାନାଳ ୧୭|୫: ହସ୍ପିଟାଲ ଛାତରୁ ଖସି ଯୁବକଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ଛାତରୁ ପଡି ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ଯୁବକ ହେଲେ ଗଁଦିଆ ଥାନା ମହୁଲଖୋଳି ଗାଁର ଟୁନା ବେହେରା ।

ଗତକାଲି ମେଡିସିନ ଭେଷଜ ବିଭାଗରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ । ଆଜି ସେ ୬ ମହଲା ଉପରୁ ପଡି ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଆତ୍ମହତ୍ୟା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts