Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ; ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତଲୋକ

27/12/2018 at 10:50 AM

ଗୋପ ୨୭|୧୨:  ଦୁର୍ଘଟଣା ପରେ ଉତ୍ତେଜନା । ପୁରୀ ଜିଲ୍ଲା ଗୋପ-ବାଲିଘାଇଠାରେ ରାସ୍ତା ରୋକ କରାଯାଇଛି । ପୁରୀ ଜିଲ୍ଲା ଗୋପ ଥାନା ଅନ୍ତର୍ଗତ ମଦରଙ୍ଗଠାରେ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।

ସୂଚନା ଅନୁସାରେ ନେତପୁର ଗ୍ରାମର ନକୂ ବେହେରା ସବୁଦିନ ମଟର ସାଇକେଲରେ ପୁରୀକୁ ବେପାର କରିବାକୁ ଯାଆନ୍ତି । ତେବେ ଗତକାଲି ରାତିରେ ସେ ପୁରୀରୁ ଘରକୁ ଫେରିନଥିଲେ । ଆଜି ସକାଳେ ଗାଡି ସହ ନକୂଙ୍କ ମୃତଦେହ ରାସ୍ତା କଡ଼ରେ ପଡ଼ିଥିବା ଦେଖିବାକୁ ମିଳିଥିଲା । କେହି ଅଜଣା ଗାଡି ଧକ୍କା ଦେଇଛି କି କେହି ଜାଣିଶୁଣି ଗାଡିକୁ ଧକ୍କା ଦେଇଛି ସେନେଇ ପୋଲିସ ତଦନ୍ତ ଚଳାଇଛି ।

   Related Posts