Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ ; ଜଣେ ମୃତ

8/01/2019 at 3:36 PM

ଢେଙ୍କାନାଳ ୮|୧: ଢେଙ୍କାନାଳ ଭାପୁର ରାସ୍ତାରେ ବାଇକ୍ ଦୁର୍ଘଟଣାଗଗ୍ରସ୍ତ । ଭାପୁର ଅଭିମୁଖେ ଆସୁଥିବା ବାଇକ୍ ଆରୋହୀ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ଗଛରେ ପିଟି ହୋଇଯାଇଥିଲେ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି ।

   Related Posts