Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||

ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

29/08/2018 at 10:03 PM

କଳାହାଣ୍ଡିର ଏକ ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ପରିବାର ପକ୍ଷରୁ ହତ୍ୟା ଆଭିଯୋଗ । କେସିଙ୍ଗା ଥାନା ଅନ୍ତର୍ଗତ ତହଁସିର ନିକଟ କୁମରପୁର ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ କୁର୍ଲୁପଡା ଗାଁର ଶତ୍ରୁଘନ ସାହା । ମୃତକ ଗତ ସୋମବାର ଠାରୁ ଘରୁ ନିଖୋଜ ରହିଥିଲେ । କେସିଙ୍ଗା ପୋଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରିଛି । ପୋଲିସ ଅଧିକୃତ ଭାବେ ହତ୍ୟାର ପୁଷ୍ଟି କରୁ ନ ଥିବା ବଳେ ପୋଲିସର ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ କରାଯାଉଛି ।

   Related Posts