Friday, November 15, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର ୧୫।୧୦: କେନ୍ଦୁଝର ଜିଲ୍ଲା ସଦର ଥାନା ଧାତିକା ଗାଁ ନିକଟ ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ଧାତିକା ଗାଁର ତୁଳସୀ ମାଝି । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

246 Views

   ସମ୍ବନ୍ଧିତ ଖବର