ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

Published By : Prameya-News7 Bureau | October 15, 2019 IST

କେନ୍ଦୁଝର ୧୫।୧୦: କେନ୍ଦୁଝର ଜିଲ୍ଲା ସଦର ଥାନା ଧାତିକା ଗାଁ ନିକଟ ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ଧାତିକା ଗାଁର ତୁଳସୀ ମାଝି । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.