ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | January 07, 2020 IST

ସୁନ୍ଦରଗଡ ୭।୧: ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଏହି ମୃତଦେହ ମିଳିଛି ।

{"id":207992,"sizeSlug":"large"}

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ରାଜଗାଙ୍ଗପୁର ଲିପଲୋଇ ଅଞ୍ଚଳର ଦିଲ୍ଲୀପ ନାୟକ । ଦିଲ୍ଲୀପଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ରାଜଗାଙ୍ଗପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.