Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ସରକାରୀ କ୍ବାର୍ଟର ପାଣିଟାଙ୍କିରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

10/10/2019 at 12:37 PM

ଭୁବନେଶ୍ବର ୧୦।୧୦: ସରକାରୀ କ୍ବାର୍ଟରରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ବର ୟୁନିଟ୍-୯ ସ୍ଥିତ ୨ଆରବି-୧୩୦ ନଂ କ୍ବାର୍ଟରର ପାଣିଟାଙ୍କିରୁ ମିଳିଛି ମୃତଦେହ । ମୃତ ଯୁବକ ହେଲେ ୧୯ ବର୍ଷ ବୟସ୍କ ନିର୍ଜକ ଜେନା ।

କ୍ବାର୍ଟର ଟାଙ୍କିରେ ମୃତଦେହ ଥିବା ଖବର ପାଇ ଖାରବେଳନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । କ୍ବାର୍ଟରର ଟାଙ୍କି ଭାଙ୍ଗି ମୃତଦେହ ଜବତ କରିଛି ପୋଲିସ । ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ କ୍ୟାପିଟାଲ ହସପିଟାଲରୁ ପଠାଇଛି ପୋଲିସ । ତେବେ ଯୁବକଙ୍କୁ କେହି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଯୁବକ ଜଣଙ୍କ ଦୀର୍ଘ ଦିନ ହେବ ନିଶା ସେବନ କରୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

   Related Posts