Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

16/06/2019 at 11:34 AM

ରାୟଗଡା ୧୬|୬: ରାୟଗଡରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରାୟଗଡା ସହରର କସ୍ତୁରି ନଗରର ଷଷ୍ଠ ଲେନ୍‌ରୁ ମିଳିଛି ମୃତଦେହ । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ଯୁବକଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । କିଏ ଏବଂ କଣ ପାଇଁ ତାଙ୍କୁ ହତ୍ୟା କରିଛି ତାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts