ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
16/06/2019 at 11:34 AM

ରାୟଗଡା ୧୬|୬: ରାୟଗଡରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରାୟଗଡା ସହରର କସ୍ତୁରି ନଗରର ଷଷ୍ଠ ଲେନ୍ରୁ ମିଳିଛି ମୃତଦେହ । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ଯୁବକଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । କିଏ ଏବଂ କଣ ପାଇଁ ତାଙ୍କୁ ହତ୍ୟା କରିଛି ତାର ତଦନ୍ତ ଜାରି ରଖିଛି ପୋଲିସ ।
Related Posts
ବ୍ରହ୍ମପୁର: ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଜଣେ ଗିରଫ
18 January 2021