Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

19/08/2019 at 9:23 AM

ରାଉରକେଲା ୧୯|୮: ରାଉରକେଲାରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ଫର୍ଟିଲାଇଜର ଆଇଡିଏଲ୍‌ ସମରା ବସ୍ତି ପଡିଆରୁ ମିଳିଛି ମୃତଦେହ । ମୃତ ଯୁବକ ସମରାବସ୍ତିର ସୁଶୀଲ ଓରାମ୍ । ଶରୀରର ବିଭିନ୍ନ ସ୍ଥାନରେ ରହିଛି କ୍ଷତ ଚିହ୍ନ । ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଟାଙ୍ଗରପାଲି ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts