Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||
  • ରାଜ୍ୟର ୪ ବରିଷ୍ଠ ଆଇଏଏସଙ୍କୁ ପ୍ରମୋସନ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି
  • ||
  • କୋଟିଆରେ ହେବ ପଞ୍ଚାୟତ ନିର୍ବାଚନ, ୧୩ଟି ବୁଥରେ ମତଦାନ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

11/09/2019 at 8:21 AM

ବାରଙ୍ଗ ୧୧।୯: ବାରଙ୍ଗ ତାରିଣୀ ମନ୍ଦିର ନିକଟରୁ ଯୁବକଙ୍କ ମୃତଦେହ ଠାବ ହୋଇଛି । ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗାଁ ନିକଟ ମନ୍ଦିରରୁ ମିଳିଛି ମୃତଦେହ । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ଯୁବକଙ୍କ ମୃତଦେହ ଦେଖି ବାରଙ୍ଗ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ତେବେ ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts