ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | September 11, 2019 IST

ବାରଙ୍ଗ ୧୧।୯: ବାରଙ୍ଗ ତାରିଣୀ ମନ୍ଦିର ନିକଟରୁ ଯୁବକଙ୍କ ମୃତଦେହ ଠାବ ହୋଇଛି । ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗାଁ ନିକଟ ମନ୍ଦିରରୁ ମିଳିଛି ମୃତଦେହ । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

{"id":156014,"width":579,"height":451}

ସୂଚନାଯୋଗ୍ୟ ଯେ, ଯୁବକଙ୍କ ମୃତଦେହ ଦେଖି ବାରଙ୍ଗ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ତେବେ ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.