Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ
  • ||
  • ରାସ୍ତା କାର୍ଯ୍ୟର ତଦାରଖ କଲେ ସାଂସଦ ମଞ୍ଜୁଲତା ମଣ୍ଡଳ, ପିଚୁ ଉଠିଯାଉଥିବା ନେଇ ହୋଇଥିଲା ଅଭିଯୋଗ
  • ||
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

18/06/2019 at 9:02 AM

କଳାହାଣ୍ଡି ୧୮|୬: ଗାଁ ନିକଟ ବଗିଚାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଥାନା ବୋରିଙ୍ଗପଦର ନୀଳଗିରି ବଗିଚାରୁ ମିଳିଛି ଯୁବକଙ୍କ ମୃତଦେହ । ମୃତକ ହେଲେ ୩୦ବର୍ଷ ବୟସ୍କ କୃଷ୍ଣ ସାହୁ । ଯୁବକଙ୍କ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଲାଞ୍ଜିଗଡ ପୋଲିସର ତଦନ୍ତ ଜାରି ।

   Related Posts