Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଗତକାଲିଠୁ ନିଖୋଜ ଯୁବକଙ୍କ ଶବ ବିଲରୁ ଉଦ୍ଧାର : ହତ୍ୟା ସନ୍ଦେହ

6/02/2019 at 1:09 PM

ଅନୁଗୋଳ ୬|୨: ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ କୁଶକିଳା ଗାଁ ବିଲରୁ ଜଣଙ୍କର ମୃତଦେହ ଉଦ୍ଧାର। ମୃତକ ହେଲେ କୁଶକିଳା ଗାଁର ବୁଧୁ ନାଏକ। ବୟସ ୩୫ ବର୍ଷ । ଗତକାଲି ରାତିରୁ ସେ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ଆଜି ତାଙ୍କର ମୃତଦେହ ବିଲ ମଧ୍ୟରେ ଦେଖିବାକୁ ମିଳିଛି। ପରିବାରର ଅଭିଯୋଗ କ୍ରମେ ଜରପଡା ପୋଲିସ ଘଟଣା ସ୍ଥଳରେ ପହଁଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କଟିଛି। ପାରିପାର୍ଶ୍ବିକ ପରିସ୍ଥିତିକୁ ଦେଖିଲେ ଏହା ଏକ ହତ୍ୟା ଘଟଣା ବୋଲି ସନ୍ଦେହ ହେଉଛି ।

   Related Posts