ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
1/12/2019 at 1:52 PM

କନ୍ଧମାଳ ୧/୧୨: ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡା ଗାଁର ବୁଡୁ ରଣା ।

କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ସେହି ଗାଁର ବୁଡୁ ରଣା ନାମକ ଜଣେ ଯୁବକ ଟ୍ରାନ୍ସଫର୍ମରରେ ଚଢିଯିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବାବେଳେ ଘଟଣାସ୍ଥଳରେ ଏ ଯାଏଁ ପୋଲିସ୍ ପହଞ୍ଚି ନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।
Related Posts
ସ୍ୱର୍ଗତଃ ଲଳିତ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ରକ୍ତଦାନ ଶିବିର ଆୟୋଜିତ
24 January 2021
ମାଲକାନଗିରି ଏସପିଙ୍କ ନିକଟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
24 January 2021