Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||

ବିଦ୍ୟୁତ ଆଘାତରେ ଯୁବକ ମୃତ

28/10/2019 at 2:35 PM

ଖୋର୍ଦ୍ଧା ୨୮/୧୦: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ଘାସଡିହ ଗ୍ରାମର ମନୋଜ ପ୍ରଧାନ ନିଜ ଘରେ ଇଲେକ୍ଟ୍ରି ମରାମତି କରୁଥିଲେ । ଅସାବଧାନତା ଯୋଗୁଁ ହଠାତ୍ ଇଲେକ୍ଟ୍ରି ଦ୍ବାରା ଆହତ ହୋଇଥିଲେ ।

ଗତକାଲି ଦୀପାବଳି ଅବସରରେ ନିଜ ଘରେ ଲିଚୁ ଲାଇଟ୍ ମରାମତି ସମୟରେ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା। ପରିବାର ଲୋକେ ମନୋଜଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନେଇଥିଲେ । ଅବସ୍ଥା ଗୁରୁତର ହେବାରୁ ଡାକ୍ତର ଭୁବନେଶ୍ବର ମୁଖ୍ୟଚିକିତ୍ସାଳୟକୁ ପଠାଇଥିଲେ । ଡାକ୍ତର ମନୋଜଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି।ଏନେଇ ଘାସଡ଼ିହ ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟିହୋଇଛି।

   Related Posts