Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବିଦ୍ୟୁତ୍‌ ଟ୍ରାନସ୍‌ଫର୍ମର ଉପରେ ଚଢି ଯୁବକ ମୃତ

1/12/2019 at 10:02 PM

ବାଲିଗୁଡା ୦୧।୧୨ – ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ । ମୃତକ ହେଲେ ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁର ବୁଡୁରଣା । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା

ବୁଡୁରଣା ନାମକ ଜଣେ ଯୁବକ ଟ୍ରାନ୍ସଫର୍ମରେ ଚଢିଯିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିସା ଘଟଣା ସ୍ଥଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ପୁଲିସ ପହଞ୍ଚି ନଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା ।

   Related Posts