ବାଲିଗୁଡା ୦୧।୧୨ - ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ । ମୃତକ ହେଲେ ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁର ବୁଡୁରଣା । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା
ବୁଡୁରଣା ନାମକ ଜଣେ ଯୁବକ ଟ୍ରାନ୍ସଫର୍ମରେ ଚଢିଯିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିସା ଘଟଣା ସ୍ଥଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ପୁଲିସ ପହଞ୍ଚି ନଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା ।