Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

11/08/2018 at 8:37 AM

ଜଗତସିଂହପୁର ୧୧/୮ : ଜଗତସିଂହପୁର ଜିଲ୍ଲା ସଦର ଥାନା ସେକପାଟଣା ନିକଟରେ ମାଛଗାଁ କେନାଲରୁ ଆଜି ଜଣେ ଯୁବକଙ୍କର ମୃତ ଦେହ ଉଦ୍ଧାର କରାଯାଇଛି । ମୃତକ ସ୍ଥାନୀୟ ତରିକୁନ୍ଦ ଗାଁର ଗଗନ ସିଂଙ୍କ ପୁଅ ଟୁଲୁ ସିଂ ବୋଲି ଜଣାପଡିଛି । ସେ ଗତ କାଲି ଠାରୁ ଶୌଚ ହେବାକୁ ଆସି ନିଖୋଜ ଥିଲେ । ଆଜି ସକାଳୁ କେନାଲରେ ତାଙ୍କର ମୃତ ଦେହ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଶବ ଚିହ୍ନଟ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଅଭିଯୋଗ ପାଇବା ପରେ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । କିପରି ପରିସ୍ଥିତିରେ ସେ ପାଣିରେ ଭାସି ଗଲେ ତାହା ସ୍ପଷ୍ଟ ହୋଇ ପାରି ନାହିଁ ।

   Related Posts