ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ
29/12/2019 at 12:22 PM

କଳାହାଣ୍ଡି ୨୯।୧୨: କଳାହାଣ୍ଡିରେ ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । କଲମପୁର ବ୍ଲକ୍ ବାବୁକେନ୍ଦୁଗୁଡାଠାରେ ଦୁର୍ଘଟଣା ଘଟିଥିଲା । ମୃତକ ହେଲେ ବାବୁକେନ୍ଦୁଗୁଡା ଗାଁର ବିରଳ ନାଗ । ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ କରିଛନ୍ତି । କଲମପୁର – ଜୁନାଗଡ ରାସ୍ତା ଅବରୋଧ କରିବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।
Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021
ହାରୁଛି କରୋନା, ଜିତୁଛି ଓଡ଼ିଶା: ସୁସ୍ଥ ହେଲେ ଆଉ ୨୨୦ ସଂକ୍ରମିତ
17 January 2021
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021