Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଅଜଣା ଗାଡି ଧକ୍କା ଯୁବକଙ୍କ ମୃତ୍ୟୁ

26/07/2019 at 9:16 AM

ନୂଆପଡା ୨୬|୭: ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥ ୩୫୩ ନୂଆପଡା ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ନୂଆପଡା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts