ଅଜଣା ଗାଡି ଧକ୍କା ଯୁବକଙ୍କ ମୃତ୍ୟୁ

Published By : Prameya-News7 Bureau | July 26, 2019 IST

ନୂଆପଡା ୨୬|୭: ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥ ୩୫୩ ନୂଆପଡା ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ନୂଆପଡା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.