Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

20/12/2018 at 3:20 PM

ବଲାଙ୍ଗିର ୨୦|୧୨:  ମୃତଦେହ ରଖି ରାସ୍ତାରେ।କ । ବଲାଙ୍ଗୀର ସଇଁତଳା ବରଗାଁ ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ମୃତଦେହ ରଖି ରାସ୍ତା ଅବରେ।ଧ କରିଛନ୍ତି ସମ୍ପର୍କୀୟ ଓ ସ୍ଥାନୀୟ ଲେ।କେ । କ୍ଷତିପୂରଣ ପ୍ରଦାନ କରିବାକୁ ଦାବି ହେଉଛି ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ସଇଁତଳା ବରଗାଁ ନିକଟରେ ଅଜଣା ଗାଡି ଧକ୍କାରେ ବିଘ୍ନ ଭେ।ଇ ଗୁରୁତର ହେ।ଇଥିଲେ । ତାଙ୍କୁ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘେ।ଷଣା କରିଥିଲେ। ପରିବାରଲୋକଙ୍କୁ କ୍ଷତିପୂରଣ ଦାବିରେ ମୃତକଙ୍କ ସମ୍ପର୍କୀୟ ଓ ସ୍ଥାନୀୟଲେ।କେ ମୃତଦେହ ରଖି ରାସ୍ତାରେ।କ କରିଛନ୍ତି । ଫଳରେ ବଲାଙ୍ଗୀର-ଭବାନୀପାଟଣା ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେ।ଇଛି । 

   Related Posts