Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ପୁଣି ପିକ୍‌ନିକ୍‌ ବେଳେ ଅଘଟଣ, ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି

17/01/2021 at 4:41 PM

ରାଉରକେଲା ୧୭/୦୧: ପୁଣି ପିକନିକ୍‌ ବେଳେ ଅଘଟଣ। ଶଙ୍ଖ ନଦୀରେ ବୁଡି ଜଣେ ଯୁବକ ନିଖୋଜ। ୪ ଜଣଙ୍କୁ ଉଦ୍ଧାର କରାଯାଇଛି। ବ୍ରାହ୍ମଣୀ ତରଙ୍ଗ ଥାନା ଚିକଟମାଟି ନିକଟ ଶଙ୍ଖ ନଦୀରେ ବୁଡିଯାଇଛନ୍ତି ଯୁବକ।

ରାଉରକେଲା ମଧୁସୂଦନ ପଲ୍ଲୀର ୧୫ ଜଣ ଯୁବକ ପିକନିକ କରିବା ପାଇଁ ଯାଇଥିବା ବେଳେ ଚିକଟମାଟି ନିକଟ ଶଙ୍ଖ ନଦୀରେ ଗାଧୋଇବା ବେଳେ ୫ ଜଣ ଯୁବକ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ୪ ଜଣ ଯୁବକଙ୍କୁ ଉଦ୍ଧାର କରିଥିବା ବେଳେ ଜଣେ ଯୁବକ ନିଖୋଜ ଅଛନ୍ତି।

ନିଖୋଜ ଥିବା ଯୁବକ ଜଣଙ୍କ ନାମ ତ୍ରିଲୋଚନ ମହାକୁଡ଼। ଉଦ୍ଧାର ଯୁବକ ମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

   Related Posts