Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ପାଣି ମଟର ଚଲାଇବା ବେଳେ ବିଦ୍ୟୁତ୍ ଆଘାତରେ ଯୁବକଙ୍କ ମୃତ୍ୟୁ

17/09/2019 at 1:51 PM

ଚାନ୍ଦବାଲି ୧୭।୯: ଚାନ୍ଦବାଲି ଥାନା ଅନ୍ତର୍ଗତ ବାଲିଗଁ। ଏନଏସିରେ କୁହ୍ଲୀ ଓ୍ବାର୍ଡରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଉଛନ୍ତି କୁହ୍ଲୀ ଓ୍ବାର୍ଡର ଅଂଜନ କୁମାର ପରିଡ଼। ।

ସୂଚନାଯୋଗ୍ୟ ଯେ, ଅଂଜନ ନିଜ ଘରେ ପାଣି ମୋଟରକୁ ଚାଲୁକରିବା ସମୟରେ ବିଦ୍ୟୁତ୍ ସସ୍ପର୍ଶରେ ଆସି ଗରୁତର ଆହତ ହୋଇଥିଲେ । ପରିବାର ଲୋକେ ତାଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡ଼।କ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଚାନ୍ଦବାଲି ଥାନାରେ ଅଭିଯୋଗ ପରେ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜ କରି ତଦନ୍ତ ଆରମ୍ଭ ହୋଇଛି ।

   Related Posts