Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ବିଦ୍ୟୁତ୍ ଆଘାତରେ ଯୁବକଙ୍କ ମୃତ୍ୟୁ

28/08/2019 at 1:34 PM

ନୀଳଗିରି ୨୮୮:  ବିଦ୍ୟୁତ୍ ଆଘାତରେ ଯୁବକଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବର ଜିଲ୍ଲା ନୀଳଗିରି ଅଂଚଳରେ ଜଣେ ଯୁବକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ମୃତକ ହେଲେ ସିଆଡ଼ିମାଳ ଗ୍ରାମର ଲକ୍ଷ୍ମୀଧର ବେହେରା । ସେ ବାଲିଗୋହିରି ଅଂଚକରେ ଏକ ଓଲଡିଂ ଦୋକାନରେ କାର୍ଯ୍ୟ କରନ୍ତି।

ଆଜି ବଜାରରେ ଆଲୁମିନିୟମ କବାଟ ଓ ଝରକା ବନ୍ଧ ଡ୍ରିଲ ମେସିନ ଧରି କାମ କରୁଥିବା ବେଳେ ମେସିନଟି ଚାର୍ଜ ହୋଇଯିବାରୁ କରେଣ୍ଟ ଟାଣି ଧରିଥିଲା । ତେବେ ଅଚେତ ହୋଇ ତଳେ ପଡ଼ିଯିବାରୁ ତାଙ୍କୁ ନୀଳଗିରି ଡାକ୍ତରଖାନାକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts