Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ୬ ଦିନ ହେଲା ଥିଲେ ନିଖୋଜ

12/10/2019 at 1:57 PM

ମାଲକାନଗିରିର ୧୨।୧୦: ମାଲକାନଗିରି ଜିଲ୍ଲା ନିଳାଦ୍ରୀନଗରରେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣଙ୍କ ଗତ ୬ଦିନ ହେବ ନିଖୋଜ ଥିଲେ । ମୃତ ଯୁବକ ଜଣଙ୍କ ହେଉଛନ୍ତି ନିର ସାମନ୍ତରାୟ । ଘରୁ ଚାଷ କାମ ପାଇଁ ଆସିଥିବା ବେଳେ ନିଖୋଜ ହୋଇଯାଇଥିବା । ପରେ ପରିବାର ଲୋକେ ତାଙ୍କୁ ଖୋଜା ଖୋଜି କରିବା ସହ ଅର୍କେଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ ।

ତେବେ ଆଜି ନିଖୋଜ ଯୁବକଙ୍କ ମୃତଦେହ ନୀଳାଦ୍ରିନଗର କଲେଜ ହେଷ୍ଟେଲ ନିକଟରୁ ଜବତ ହୋଇଛି । ବିଦ୍ୟୁତ୍ ଆଘାତରେ ଯୁବକ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ୁଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବିଦ୍ୟୁତ୍ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କୁ ଘଟଣାସ୍ଥଳରେ ଅଟକ ରଖିଛନ୍ତି ସ୍ଥାନୀୟ ଲୋକେ । ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝା ସୁଝା କରୁଛି ।

   Related Posts