Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଧାନ ଅମଳ କରୁଥିବା ସମୟରେ ମେସିନରେ ପଶି କଟିଗଲା ଯୁବକଙ୍କ ହାତ

11/12/2018 at 1:16 PM

ରାଇରଙ୍ଗପୁର ୧୧|୧୨: ବିଲରେ ଧାନ ଅମଳ କୁରୁଥିବା ବେଳେ ଯୁବକଙ୍କ ହାତ କଟି ଯାଇଛି । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଝରଣ ଗ୍ରାମରେ ବିଲରେ ମେସିନ ସାହାଯ୍ୟରେ ଧାନ ଅମଳ କରୁଥିଲେ। ଅସାବଧାନତା ବଶତଃ ଯୁବକଙ୍କ ହାତ ମେସିନରେ ପଶି ଯିବାରୁ ବାମ ହାତ କଟି ଦିଖଣ୍ଡ ହୋଇଯାଇଛି । ଗୁରୁତର ଯୁବକ ହେଲେ ବିଶୋଇ ଥାନା ବାଉତି ବେଡା ଗ୍ରାମର ଭକ୍ତୁ ସରେନ। ଭକ୍ତୁକୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକତ୍ସା ପରେ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଗତ ୭ତାରିଖ ଦିନ ଝାରସୁଗୁଡା ଜିଲ୍ଲା ବନହରପାଲ୍ଲୀ ଥାନା ଅନ୍ତର୍ଗତ ବରଙ୍ଗାମାଲ ଗାଁରେ ମଧ୍ୟ ଧାନ ଅମଳ ଯନ୍ତ୍ରରେ ପଶିଯାଇ ଜଣେ ୪ବର୍ଷର ବୟସ୍କ ଶିଶୁର ମୃତ୍ୟୁ ହୋଇଥିଲା ।

   Related Posts