Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

14/06/2019 at 12:24 PM

ଭଣ୍ଡାରିପୋଖରୀ ୧୪|୬: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଭଣ୍ଡାରିପୋଖରୀ ବୋଇତେଇ ସାହି ଦଶନ୍ଧିଗଡିଆରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ପବନା ଦଳେଇ । ଗତକାଲି ଶାଢି କିଣାକୁ ନେଇ ପବନା ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ତେଣୁ  ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଭଣ୍ଡାରିପୋଖରି ପୋଲିସ ପହଞ୍ଚି ଛାନଭିନ ଚଳାଇଛି ।

   Related Posts