Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

15/03/2019 at 3:04 PM

ବଲାଙ୍ଗିର ୧୫|୩ : ବଲାଙ୍ଗିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ବଲାଙ୍ଗିର ଆଦର୍ଶ ଥାନା ଇନ୍ଦ୍ରାନଗରରେ ଏହି ଘଟଣା ଘଟିଛି । ମୃତ ଯୁବକ ହେଲେ ଇନ୍ଦ୍ରାନଗରର ଆଲୋକ ରଥ ପାରିବାରିକ କଳହକୁ କେନ୍ଦ୍ର କରି ଆତ୍ମହତ୍ୟା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ତଦନ୍ତ ଚଳାଇଛି ।

   Related Posts