ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Prameya-News7 Bureau | March 15, 2019 IST

ବଲାଙ୍ଗିର ୧୫|୩ : ବଲାଙ୍ଗିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ବଲାଙ୍ଗିର ଆଦର୍ଶ ଥାନା ଇନ୍ଦ୍ରାନଗରରେ ଏହି ଘଟଣା ଘଟିଛି । ମୃତ ଯୁବକ ହେଲେ ଇନ୍ଦ୍ରାନଗରର ଆଲୋକ ରଥ ପାରିବାରିକ କଳହକୁ କେନ୍ଦ୍ର କରି ଆତ୍ମହତ୍ୟା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.