Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

22/06/2019 at 10:49 AM

କଳାହାଣ୍ଡି ୨୨|୬: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଚିଲପଡାଠାରେ ଅଚିହ୍ନା ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଦେଖି ଲୋକ ପୋଲିସକୁ ସୂଚନା ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ ।ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି ।

   Related Posts