Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

15/10/2019 at 10:30 AM

ପାଟଣା ୧୫।୧୦: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ବେଲପଶି ଜଙ୍ଗଲରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଆତ୍ମହତ୍ୟାର ସଠିକ୍ କାରଣ ଜଣାପଡିନାହିଁ । ଯୁବକ ଜଣଙ୍କ ଶ୍ବଶୁର ଘର ବେଲପଶିକୁ ଦୁଇଦିନ ତଳେ ଆସିଥିଲେ । ବିଳମ୍ବିତ ରାତିରେ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।

ମୃତ ଯୁବକ ହେଲେ ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ଆଦିପୁର ଗ୍ରାମର ଉମେଶ ଦାସ । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି।

   Related Posts