Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ୩ଦିନ ହେବ ଥିଲେ ନିଖୋଜ

30/01/2020 at 11:45 AM

ବୌଦ୍ଧ ୩୦।୧: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥ କଡରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ପୁରୁଣାକଟକ ସ୍ଥିତ ମେଡ଼ିକାଲ କଲୋନୀର ଦୁଃଖୀ ସାବତ ।

ସୂଚନାଯୋଗ୍ୟ ଯେ, ଗତ କିଛିଦିନ ହେବ ଦୁଃଖୀ ମାନସିକ ସ୍ତରରେ ଅନ୍ୟମନସ୍କ ରହୁଥିଲେ । ସେ ଗତ ୩ ଦିନ ହେବ ନିଖୋଜ ମଧ୍ୟ ଥିଲେ । ତେବେ ପରିବାର ପକ୍ଷରୁ ଗତକାଲି ପୁରୁଣାକଟକ ଥାନାରେ ଲିଖିତ ଭାବେ ଅଭିଯୋଗ କରଯାଇଥିଲା । ଆଜି ସକାଳୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି ।

   Related Posts