Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ହତ୍ୟା ନା ଆତ୍ମହତ୍ୟା ! ଝୁଲନ୍ତା ଅବସ୍ଥାରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

8/02/2020 at 3:01 PM

କୋଣାର୍କ ୮।୨: କୋଣାର୍କ ରାଉଳ ପାଟଣା ନାହାକ ସାହି ଅଞ୍ଚଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଗଛରୁ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ କୋଣାର୍କ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । କୋଣାର୍କ ପୋଲିସ ଶବକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରୁ ଏକ ବ୍ୟାଗ ଓ କିଛି କପଡା ଉଦ୍ଧାର ହୋଇଛି । ମୃତବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ତେବେ ତାଙ୍କୁ କେହି ହତ୍ୟା କରି ଗଛରେ ଟାଙ୍ଗି ଦେଇଛି ନା ସେ ନିଜେ ଗଛରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ । କୋଣାର୍କ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିଲା ପରେ ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ କରାଯିବ ବୋଲି କୋଣାର୍କ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts