ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Published By : Prameya-News7 Bureau | November 03, 2020 IST

ରାଇରଙ୍ଗପୁର ୩।୧୧: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ମୁଣ୍ଡାଠାକୁରା ଗ୍ରାମ ନିକଟ ଏକ ଗଛରୁ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ମୁଣ୍ଡାଠାକୁରା ଗ୍ରାମର ବାଇଲୁ ହାଇବୁରୁ । ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ପୋଲିସ ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.