Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ନଦୀପଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକ

19/12/2020 at 5:10 PM

ସାଲେପୁର ୧୯।୧୨: ଚିତ୍ରୋତ୍ପଳା ନଦୀପଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଶୁକ୍ରବାରଠାରୁ ଯୁବକ ଜଣଙ୍କ ନିଖୋଜ ଥିଲେ । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ଥାନା ବାଲିସାହି ପଞ୍ଚାୟତର ତିତ୍ରୋତ୍ପଳା ନଦୀପଠାରେ। ମୃତ ଯୁବକ ହେଲେ ମାଛୁଆତି ଗାଁର କାର୍ତ୍ତିକ କାଣ୍ଡିଙ୍କ ପୁଅ ରାକେଶ କାଣ୍ଡି। ଘଟଣା ସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି ।

   Related Posts